27.1 C
Bhubaneswar
Thursday, April 25, 2024
Homeଓଡିଶାସ୍କୁଲ ପାଠ୍ୟକ୍ରମରେ 'ବନ୍ଦେ ଉତ୍କଳ ଜନନୀ'

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ । ବନ୍ଦେ ଉତ୍କଳ ଜନନୀ ସ୍ଥାନ ପାଇବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ । ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ରହିବ ବନ୍ଦେ ଉତ୍କଳ ଜନନୀ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏନେଇ ପ୍ରକାଶ ପାଇଛି ବିଜ୍ଞପ୍ତି ।
ଆଗରୁ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ପ୍ରଦାନ କରିଛନ୍ତି ସରକାର। ଏହାକୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦିଆଯିବା ପରେ ସ୍କୁଲମାନଙ୍କରେ ଏହାକୁ ଗାନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking