40.1 C
Bhubaneswar
Thursday, April 25, 2024
Homeଖେଳଆଇପିଏଲ୍‌ : ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ବାଙ୍ଗାଲୋର

ଆଇପିଏଲ୍‌ : ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ବାଙ୍ଗାଲୋର

ସାରଜା : ସାରଜା କ୍ରିକେଟ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୩୧ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କିଙ୍ଗସ୍‌ ଇଲେଭେନ ପଞ୍ଜାବ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ବାଙ୍ଗାଲୋର ଦଳ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ।

ଚଳିତ ଆଇପିଏଲରେ ବାଙ୍ଗାଲୋର ଦଳ ବେଶ ଭଲ ପ୍ରଦର୍ଶନ କରିଚାଲିଛି । ଦଳ ଏପର୍ଯ୍ୟନ୍ତ ୭ଟି ମ୍ୟାଚ ଖେଳି ୫ ବିଜୟ ୨ ପରାଜୟ ସହ ୧୦ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୩ୟ ସ୍ଥାନରେ ରହିଛି । ମାତ୍ର ପଞ୍ଜାବ ଦଳର ପ୍ରଦର୍ଶନ ସବୁଠାରୁ ଖରାପ ରହିଆସିଛି । ଦଳ ୭ଟି ମ୍ୟାଚ ଖେଳି ଗୋଟିଏ ମ୍ୟାଚରେ ବିଜୟ ହାସଲ କରି ମାତ୍ର ୨ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ତଳେ ରହିଛି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking