26.1 C
Bhubaneswar
Tuesday, June 10, 2025
Homeଦେଶ ବିଦେଶବ୍ୟାଙ୍କଗୁଡିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ: ନିର୍ମଳା ସୀତାରମଣ

ବ୍ୟାଙ୍କଗୁଡିକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ବ୍ୟାଙ୍କ ଓ ବୀମା ସଂସ୍ଥା ଗୁଡିକୁ ସତର୍କତା ଅବଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିତ୍ତ ମନ୍ତ୍ରୀ ନିର୍ମଳା ସୀତାରମଣ । କୌଣସି ପରିସ୍ଥିତିରେ ବ୍ୟାଙ୍କିଙ୍ଗ ଓ ଆର୍ଥିକ ସେବାରେ ଯେପରି କୌଣସି ବାଧା ସୃଷ୍ଟି ନହୁଏ ସେଥିପାଇଁ  ସୀତାରମଣ ଆଲର୍ଟ କରିଛନ୍ତି । ଆଜି ସମସ୍ତ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଓ କାର୍ଯ୍ୟକାରୀ ଅଧିକାରୀଙ୍କ ସହ ବୈଠକ କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ଅର୍ଥମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking