18.1 C
Bhubaneswar
Thursday, February 5, 2026
Homeଓଡିଶାଡିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା ଆରମ୍ଭ

ଡିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା ଆରମ୍ଭ

ବରଗଡ଼: ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏହି ଅବସରରେ ଚଳିତ ମାସ ଅର୍ଥାତ୍ ନଭେମ୍ବର ୨୪ତାରିଖ ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ କରାଯିବ। ଉକ୍ତ ଦିନ ସନ୍ଧ୍ୟା ୫ଟା ୩୦ମିନିଟରେ ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରେ ପୂଜାର୍ଚ୍ଚନା ହେବ। ଏହାପରେ ସନ୍ଧ୍ୟା ୬ଟାରେ ଏକ ଶୋଭାଯାତ୍ରା ସ୍ଥାନୀୟ ହାଟପଦା ସଞ୍ଚାର ମଣ୍ଡଳୀ ଅଭିମୁଖେ ବାହାରିବ ଏବଂ ସନ୍ଧ୍ୟା ୭ଟାରେ ଶୁଭସ୍ତମ୍ଭ ସ୍ଥାପନ ହେବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ଵର ଶତପଥୀ ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking