ବାରିପଦା : ବସ୍ ଚଳାଚଳ ବନ୍ଦ

ବାରିପଦା: ବସ୍‌ଷ୍ଟାଣ୍ଡରେ ଦୁଇ ଗୋଷ୍ଠୀ ମାରପିଟ ଘଟଣା । ବାରିପଦା ବସ୍‌ଷ୍ଟାଣ୍ଡରୁ ବସ୍ ଚଳାଚଳ ବନ୍ଦ । ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖାଯାଇଛି । ଏକ ଗୋଷ୍ଠୀ ପକ୍ଷରୁ ସଂଘବଦ୍ଧ ଭାବେ ମାରଣାସ୍ତ୍ର ଧରି ଅନ୍ୟ ଏକ ଗୋଷ୍ଠୀକୁ ଆକ୍ରମଣରେ ୬ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ସମସ୍ତଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ୨ଜଣଙ୍କ ଅବସ୍ଥାରେ ସଙ୍କଟାପନ୍ନ ରହିଛି। ସୂଚନା ଅନୁଯାୟୀ, ରାଇରଙ୍ଗପୁରରୁ ବ୍ରହ୍ମପୁର … Continue reading ବାରିପଦା : ବସ୍ ଚଳାଚଳ ବନ୍ଦ