ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ହେବ ଦୋକାନ ବଣ୍ଟନ। ଏନେଇ ସୂଚନା ଦେଲେ ବିଡିଏ ଭାଇସ୍ ଚେୟାରମ୍ୟାନ ଡ ଏନ୍ ତିରୁମାଲା ନାଏକ। ୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ହେବ ଆବଣ୍ଟନ। ଦୋକାନୀଙ୍କ ମଧ୍ୟରେ ଟିକେ ଅନ୍ତର୍ଦ୍ବନ୍ଦ୍ବ ଥିଲା, ଯାହା ଏବେ ଦୂର ହୋଇଛି। ପୁରୁଣା ବସ୍ ଷ୍ଟାଣ୍ଡରେ ଦୋକାନ ଦେଇଥିବା ଦୋକାନୀଙ୍କୁ ଦିଆଯିବ ଦୋକାନ।










