33.1 C
Bhubaneswar
Monday, June 24, 2024
Homeଓଡିଶାସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ସମୀକ୍ଷା

ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ସମୀକ୍ଷା

ପୁରୀ : ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ହେଇଛି । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବୈଠକ । ଏହି ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ଶଚିବ, ଡିଜିପି, ବରିଷ୍ଠ ଅଧିକାରୀ ସାମିଲ ହୋଇଛନ୍ତି । ତେଣୁ ସବୁ ନୀତିକାନ୍ତି କିପରି ଶୃଙ୍ଖଳିତ ହେବ, ସେନେଇ ଆଜି ଆଲୋଚନା କରାଯାଉଛି। ବୈଠକରେ ସ୍ନାନଯାତ୍ରା, ରଥଯାତ୍ରା, ଅଣସର ନୀତିକାନ୍ତି ଉପରେ ବିସ୍ତୃତ ଆଲୋଚନା ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking