25.1 C
Bhubaneswar
Monday, January 12, 2026
Homeଓଡିଶାପିଏମ୍‌ ଆବାସ ଯୋଜନା ପଛରେ: ୮୪୩ ଅଫିସରଙ୍କ ଦରମା ବନ୍ଦ

ପିଏମ୍‌ ଆବାସ ଯୋଜନା ପଛରେ: ୮୪୩ ଅଫିସରଙ୍କ ଦରମା ବନ୍ଦ

ମୟୁରଭଞ୍ଜ: ଆୟତନରେ ବଡ଼ ହେଲେ ବି ତାଲିକାରେ ପଛରେ ରହିଛି ମୟୂରଭଞ୍ଜ ଜିଲ୍ଲା । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପଛରେ ପଡ଼ିଯାଇଛି । ଏପରି ରିପୋର୍ଟ ପ୍ରକାଶ ପାଇବା ପରେ ଆକ୍ସନ ମୁଡକୁ ଆସି କଠୋର ପଦକ୍ଷେପ ନେଇଛନ୍ତି ଜିଲ୍ଲାପାଳ। ଜଣେ ଅଧେ ନୁହେଁ ବରଂ ଏକାଥରେ ୮୪୩ ସରକାରୀ ଅଧିକାରୀ ଙ୍କ ଦରମା ବନ୍ଦ ପାଇଁ ପ୍ରତି ବ୍ଲକ କୁ ଚିଠି କରିଛନ୍ତି ମୟୂରଭଞ୍ଜ ଜିଲାପାଳ ହେମକାନ୍ତ ସୟ। ମୟୂରଭଞ୍ଜ ଜିଲ୍ଲାରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟକାରିତା ମୂଳ ଲକ୍ଷ୍ୟରୁ ୬୫ % ପଛରେ ରହିଛି । ଫଳରେ ହଜାର ହଜାର ହିତାଧିକାରୀ ଘରଟିଏ ନ ପାଇ ନିରାଶ ହୋଇ ଯାଇଛନ୍ତି ରହିଛନ୍ତି । ଏନେଇ ରିପୋର୍ଟ ପ୍ରକାଶ ପାଇବା ପରେ ଆକ୍ସନ ମୁଡକୁ ଚାଲି ଆସିଛନ୍ତି ଜିଲ୍ଲାପାଳ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking