22.1 C
Bhubaneswar
Friday, November 7, 2025
Homeଓଡିଶାହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଚାଉଳ: ମନ୍ତ୍ରୀ

ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଚାଉଳ: ମନ୍ତ୍ରୀ

ଭୁବନେଶ୍ୱର: ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ  ଅଧିକ ୫ କେଜି ଲେଖାଏଁ ଚାଉଳ  ।  ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଚୂଡାନ୍ତ ନିଷ୍ପତ୍ତି ହୋଇନି , ଚିନ୍ତା କରାଯାଉଛି । ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ । ସମସ୍ତ ୩ କୋଟି  ୨୫ ଲକ୍ଷ ହିତାଧିକାରୀଙ୍କୁ  ଦେବାକୁ ଚିନ୍ତା କରାଯାଉଛି । ଆମେ ଚାହୁଁଛୁ ଗରିବ ଲୋକମାନେ ଅଧିକ ଚାଉଳ ପାଆନ୍ତୁ ।  ରାଜ୍ୟ ସରକାର  ନିଜସ୍ୱ ଖର୍ଚ୍ଚରେ ଅଧିକ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking