16.1 C
Bhubaneswar
Monday, January 12, 2026
Homeଓଡିଶାଜାନୁଆରୀରେ ହିତାଧିକାରୀଙ୍କୁ ମିଳିବ ୧୦ ଲକ୍ଷ ପକା ଘର

ଜାନୁଆରୀରେ ହିତାଧିକାରୀଙ୍କୁ ମିଳିବ ୧୦ ଲକ୍ଷ ପକା ଘର

ଭୁବନେଶ୍ୱର: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଭେଟି । ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକା ଘର । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking