33.1 C
Bhubaneswar
Saturday, April 27, 2024
Homeଖେଳଟସ୍ ଜିତି ବେଙ୍ଗାଲୁରୁର ପ୍ରଥମେ ବୋଲିଂ ନିଷ୍ପତ୍ତି

ଟସ୍ ଜିତି ବେଙ୍ଗାଲୁରୁର ପ୍ରଥମେ ବୋଲିଂ ନିଷ୍ପତ୍ତି

ବେଙ୍ଗାଲୁରୁ: ଆଇପିଏଲ୍ ୨୦୨୪ର ଷଷ୍ଠ ମ୍ୟାଚ୍ ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ୍) ସୋମବାର କର୍ଣ୍ଣାଟକର ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଅଧିନାୟକ ଫାଫ୍ ଡୁ ପ୍ଲେସିସି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ବରେ ‌ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking