29.1 C
Bhubaneswar
Tuesday, March 18, 2025
Homeଓଡିଶାଭିଜିଲାନ୍ସ ଜାଲରେ ବିଇଓ କାର୍ଯ୍ୟାଳୟ ଆକାଉଣ୍ଟାଣ୍ଟ

ଭିଜିଲାନ୍ସ ଜାଲରେ ବିଇଓ କାର୍ଯ୍ୟାଳୟ ଆକାଉଣ୍ଟାଣ୍ଟ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ମହମ୍ମଦ ଫିରୋଜ ଖାନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଆକାଉଣ୍ଟାଣ୍ଟ ଫିରୋଜ ଖାନଙ୍କୁ ଧରିଛି ଭିଜିଲାନ୍ସ । ସ୍କୁଲ ୟୁନିଫର୍ମ ପାଇଁ ସ୍ଵୟଂ ସହାୟକ ଗୋଷ୍ଠୀଠାରୁ ଲାଞ୍ଚ ନେଉଥିଲେ ଫିରୋଜ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking