28.9 C
Bhubaneswar
Wednesday, April 17, 2024
Homeଓଡିଶାଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଭଦ୍ରକ ବିଧାୟକ

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଭଦ୍ରକ ବିଧାୟକ

ଭୁବନେଶ୍ୱର : ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି ଭଦ୍ରକ ବିଧାୟକ । ବିଧାୟକ ସଞ୍ଜୀବ ମଲ୍ଲୀକଙ୍କ କାରକୁ ଏକ ଟ୍ରକ୍ ଦେଇଥିବା ଜଣାପଡିଛି । ଭୁବନେଶ୍ୱରରୁ ଭଦ୍ରକ ଫେରିବା ବେଳେ ଜାରକା ପାଖରେ ଦୁର୍ଘଟଣା ଘଟିଛି । ସୌଭାଗ୍ୟବଶତଃ ଦୁର୍ଘଟଣାରୁ ବିଧାୟକ ଓ ତାଙ୍କ ସହଯୋଗୀ ସହ ଡ୍ରାଇଭର ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି । କିନ୍ତୁ ବିଧାୟକଙ୍କ କାରଟି ଭାଙ୍ଗିରୁଜି ଚୁରମାନ ହୋଇଯାଇଛି । ଅନ୍ୟପଟେ ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଟ୍ରକଟି ଚମ୍ପଟ ହୋଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking