ଭଜନଲାଲ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ଜୟପୁର : ରାଜସ୍ଥାନରେ ଶେଷରେ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ଗତ ଏକ ସପ୍ତାହରୁ ଅଧିକ ସମୟ ଧରି ଜାରି ରହିଥିବା ସସପେନ୍ସ ଶେଷ ହୋଇଛି। ଜୟପୁରରେ ମଙ୍ଗଳବାର ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ଭଜନ ଲାଲ ଶର୍ମାଙ୍କ ନାମକୁ ଅନୁମୋଦନ ମିଳିଛି। ରାଜସ୍ଥାନରେ ନିର୍ବାଚନ ଫଳାଫଳ ଆସିବା ପରେ ୯ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ଭଜନଲାଲ ଶର୍ମା ସାଙ୍ଗନୌର ବିଧାୟକ ଏବଂ ପ୍ରଥମ ଥର ପାଇଁ ବିଧାୟକ ହେବା ପରେ ବର୍ତ୍ତମାନ … Continue reading ଭଜନଲାଲ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ