25.1 C
Bhubaneswar
Monday, October 21, 2024
Homeଦେଶ ବିଦେଶଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ; ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ

ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ; ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ । ଏନେଇ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସରେ ନିଜର ଖୁସି ବ୍ୟକ୍ତ କରିଛନ୍ତି । ଏହାଛଡ଼ା ମୋଦୀ ଉକ୍ତ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ ଆଡଭାନୀ ଆମ ସମୟର ସବୁଠୁ ସମ୍ମାନୀୟ ରାଷ୍ଟ୍ରନେତା । ଭାରତର ପ୍ରଗତୀ ପାଇଁ ତାଙ୍କର ଅବଦାନ ସ୍ମରଣୀୟ । ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବରେ ଲାଲକୃଷ୍ଣ ଆଡଭାନୀ ତାଙ୍କ ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସାମିଲ ହୋଇପାରି ନଥିଲେ ହେଲେ ତାଙ୍କର ଅବଦାନ ବହୁତ ଅଧିକ ଅଛିବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

<blockquote class=”twitter-tweet”><p lang=”en” dir=”ltr”>I am very happy to share that Shri LK Advani Ji will be conferred the Bharat Ratna. I also spoke to him and congratulated him on being conferred this honour. One of the most respected statesmen of our times, his contribution to the development of India is monumental. His is a… <a href=”https://t.co/Ya78qjJbPK”>pic.twitter.com/Ya78qjJbPK</a></p>&mdash; Narendra Modi (@narendramodi) <a href=”https://twitter.com/narendramodi/status/1753660421809066495?ref_src=twsrc%5Etfw”>February 3, 2024</a></blockquote> <script async src=”https://platform.twitter.com/widgets.js” charset=”utf-8″></script>

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking