31.1 C
Bhubaneswar
Friday, February 13, 2026
Homeଓଡିଶାଭରତପୁର ମାମଲା : ସତ୍ୟପାଠ ଆହ୍ବାନ କରାଯିବ

ଭରତପୁର ମାମଲା : ସତ୍ୟପାଠ ଆହ୍ବାନ କରାଯିବ

ଭୁବନେଶ୍ୱର : ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ । ସତ୍ୟପାଠ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯିବ । ମଙ୍ଗଳବାରଠାରୁ ୨୧ ଦିନ ପର୍ୟ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ। ସତ୍ୟପାଠ ଯାଞ୍ଚ ପରେ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ ବୋଲି ସଚିବ କହିଛନ୍ତି। ସେ ଆହୁରି କହିଛନ୍ତି, ଘଟଣାରେ ନିଲମ୍ବିତ ପୋଲିସ ଅଧିକାରୀଙ୍କୁ ପଚରାଉଚରା ହେବ। ଅନ୍ୟ ପକ୍ଷମାନଙ୍କୁ କମିଶନରେ ହାଜର ପାଇଁ ସମନ କରାଯିବ ।ସାକ୍ଷ୍ୟଗ୍ରହଣ, ତଦନ୍ତ ପରେ ସରକାରଙ୍କୁ ରିପୋର୍ଟ ଦିଆଯିବ ବୋଲି ସଚିବ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking