28.3 C
Bhubaneswar
Tuesday, May 20, 2025
Homeଓଡିଶାମେ ୧ରୁ ଜୁଲାଇ ୩୧ ଯାଏ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

ମେ ୧ରୁ ଜୁଲାଇ ୩୧ ଯାଏ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

ରାଜନଗର: ମେ ୧ ତାରିଖରୁ ବନ୍ଦ ଭିତରକନିକା ଜାତୀୟ ଉଦ୍ୟାନ । ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ବଉଳା କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।

ଏହି ୩ମାସ ପର୍ଯ୍ୟନ୍ତ କୌଣସି ପର୍ଯ୍ୟଟକ ଭିତରକନିକା ଭିତରକୁ ପ୍ରବେଶ କରିପାରିବେ ନାହିଁ । ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିଥାଏ । ଅନ୍ୟପଟେ ଭିତରକନିକା ସଲଗ୍ନ ନଦୀ କୂଳିଆ ଗ୍ରାମବାସୀ ମାନେ ସତର୍କତାର ସହିତ ନଦୀରେ ଚଳପ୍ରଚଳ ହେବା ପାଇଁ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking