21.1 C
Bhubaneswar
Monday, December 8, 2025
Homeଓଡିଶାଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପଯ୍ୟଟକଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । କୁମ୍ଭୀର  ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା ।    ଭିତରକନିକାରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିପାରିବେ। ଧଳା କୁମ୍ଭୀର ଦେଶୀୟ ପକ୍ଷୀ ନଦୀରେ ନୌବିହାର ଓ ସ୍କାଏ ଓ୍ଵାକରେ ଜଙ୍ଗଲ ଉପରେ ଚାଲିଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ପର୍ଯ୍ୟଟକ । ଭିତରକନିକା ଖୋଲୁଥିବାରୁ ବୋଟ ହୋଟେଲ ଟ୍ରାଭେଲ୍ ଏଜେନ୍ସି ଛୋଟ ବ୍ୟବସାୟ ଟିରିଷ୍ଟ ଗାଇଡ଼ ମାନେ ଚଳଚଞ୍ଚଳ ହୋଇ ଉଠିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking