26.1 C
Bhubaneswar
Tuesday, June 10, 2025
Homeଓଡିଶାଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ଆଜିଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ ।  କୁମ୍ଭୀର ପ୍ରଜନନ ପାଇଁ ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଭିତରକନିକା ଯିବାକୁ ବାରଣ କରାଯାଇଛି । ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ଥିବାରୁ ପର୍ଯ୍ୟଟକ ମାନଙ୍କୁ ବାରଣ କରାଯାଇଛି । ଏହି ୩ମାସ ଭିତରକନିକା ଭିତରେ ବୋଟ ମଧ୍ୟ ଚଳାଚଳ କରିବ ନାହିଁ । ଏନେଇ ରାଜନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking