33.1 C
Bhubaneswar
Sunday, June 8, 2025
Homeଓଡିଶାମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକ ମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥାଏ । ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରାଯାଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking