ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ତାତି । ଆକାଶରୁ ବର୍ଷୁଛି ନିଆଁ । ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ । ଆଜିଠୁ ଆହୁରି ବଢ଼ିବ ତାପମାତ୍ରା । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ଗରମ ଏବଂ ଶୁଷ୍କ ବାୟୁ ପ୍ରବାହ ବଢ଼ିଛି। ଫଳରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାତି ବଢ଼ିଛି । ଆସନ୍ତା ୭ ଦିନ ଯାଏ ଅଧିକାଂଶ ଜିଲ୍ଲାକୁ ଅରେଞ୍ଜ ଏବଂ କିଛି ଜିଲ୍ଲାକୁ ରେଡ୍ ମାର୍କ ଜାରି କରିଛି ପାଣିପାଗ କେନ୍ଦ୍ର । ବଲାଙ୍ଗୀର, ଟିଟିଲାଗଡ଼, … Continue reading ଖରାରେ ସିଜୁଛି ଭୁବନେଶ୍ୱର
Copy and paste this URL into your WordPress site to embed
Copy and paste this code into your site to embed