୮ଟା ୩୦ ସୁଦ୍ଧା ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡୁଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଟପିଛି ପାରଦ। ରାଜଧାନୀ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୨ ଡିଗ୍ରୀ, ପୁରୀ ୩୨ଡିଗ୍ରୀ, କେନ୍ଦୁଝର ୩୨ଡିଗ୍ରୀ ବାଲେଶ୍ବର ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୧.୬ ଡିଗ୍ରୀ, ଝାରସୁଗୁଡା ୩୦.୮ ଡିଗ୍ରୀ, ହୀରାକୁଦ ୩୦. ୨ … Continue reading ୮ଟା ୩୦ ସୁଦ୍ଧା ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର