31.1 C
Bhubaneswar
Tuesday, July 2, 2024
Homeଅପରାଧଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଠାକୁରମାପାଟଣାରେ ଏଭଳି ଘଟଣା ଘଟିଛି। ମହିଳାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ମେଡିକାଲ୍ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଠାକୁରମାପାଟଣାର ମାନୀ ପୀଙ୍ଗୁଆ ଓ ତାଙ୍କ ସ୍ଵାମୀ ଘରେ ଶୋଇଥିଲେ। ଏତିକି ବେଳେ ଘରେ ପଶି ଦୁର୍ବୃତ୍ତମାନେ ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ, ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କରଞ୍ଜିଆ ଓ ପରେ କେନ୍ଦୁଝର ମେଡିକାଲ୍ ସ୍ଥାନାନ୍ତର କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking