ବଡ଼ ଘୋଷଣା: ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ଅବସରରେ ସେ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଉଛି ଏଣିକି ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ ବ୍ୟବସ୍ଥା ରହିବ । ସେହିଭଳି ଏଆଇ ଶିକ୍ଷାକୁ ପ୍ରୋତ୍ସାହନ ପାଇଁ ୫୦୦ କୋଟିର ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି … Continue reading ବଡ଼ ଘୋଷଣା: ସବୁ ଉଚ୍ଚମାଧ୍ୟମିକ ସ୍କୁଲରେ ବ୍ରଡବ୍ୟାଣ୍ଡ