ଓଡ଼ିଶା ପ୍ରାଶାସନିକ ସେବାକୁ ନେଇ ବଡ଼ ଘୋଷଣା

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ୫ ପ୍ରସ୍ତାବରେ ମୋହର ବାଜିଛି। କ୍ୟାବିନେଟ ବୈଠକରେ ୫ଟି ପ୍ରସ୍ତାବ ପାରିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ବୈଠକରେ ଓଡ଼ିଶା ସିଭିଲ ସର୍ଭିସ (ଓଏଏସ) ପରୀକ୍ଷା ପାଇଁ ବୟସସୀମା ବୃଦ୍ଧି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସସୀମାକୁ କୋହଳ … Continue reading ଓଡ଼ିଶା ପ୍ରାଶାସନିକ ସେବାକୁ ନେଇ ବଡ଼ ଘୋଷଣା