କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା

ଭୁବନେଶ୍ୱର: ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତା(ଏଆଇ)ର ଉପଯୋଗିତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ … Continue reading କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା