27.8 C
Bhubaneswar
Thursday, April 18, 2024
Homeଅପରାଧରାଉରକେଲାର କୁଖ୍ୟାତ ଅପରାଧୀକୁ ଏନ୍‌କାଉଣ୍ଟର

ରାଉରକେଲାର କୁଖ୍ୟାତ ଅପରାଧୀକୁ ଏନ୍‌କାଉଣ୍ଟର

ରାଉରକେଲା : ରାଉରକେଲାରୁ ଏକ ବଡ଼ ଏନକାଉଣ୍ଟରର ଖବର ସାମ୍ନାକୁ ଆସିଛି। ଚଣ୍ଡିପୋଶ ଥାନା ଅନ୍ତର୍ଗତ ଏହି କାଣ୍ଡ ଘଟିଥିବା ସୂଚନା ମିଳିଛି। ପୋଲିସର ଏନକାଉଣ୍ଟରରେ ଜଣେ ଭୟଙ୍କର ଅପରାଧୀ ଆହତ ହୋଇଥିବା ବେଳେ ତାଙ୍କ ନିକଟରୁ ଏକେ -୪୭ ବନ୍ଧୁକ ଜବତ ହୋଇଛି। ରାଉରକେଲା ପୋଲିସ ଅନ୍ୟ ୨ ଅପରାଧୀଙ୍କୁ ମଧ୍ୟ ଗିରଫ କରିଛି ଏବଂ ଆହତ ଅପରାଧୀକୁ ଆରଜିଏଚ୍ ରେ ଭର୍ତ୍ତି କରାଯାଇଛି ।

ଛାତ୍ରୀ ନିଖୋଜ ଘଟଣା : ପୁରୁଷବନ୍ଧୁଙ୍କ ସହ ସ୍ୱିଟି ପଶ୍ଚିମବଙ୍ଗରୁ ଉଦ୍ଧାର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking