30.1 C
Bhubaneswar
Tuesday, February 10, 2026
Homeଓଡିଶାବଡ଼ଖବର : ଓଡ଼ିଶାରେ ଆଉ ୫ ଆକ୍ରାନ୍ତ ଚିହ୍ନଟ; ସଂକ୍ରମିତଙ୍କ ସଂଖ୍ୟା ୬ରେ ପହଞ୍ଚିଲା

ବଡ଼ଖବର : ଓଡ଼ିଶାରେ ଆଉ ୫ ଆକ୍ରାନ୍ତ ଚିହ୍ନଟ; ସଂକ୍ରମିତଙ୍କ ସଂଖ୍ୟା ୬ରେ ପହଞ୍ଚିଲା

ଭୁବନେଶ୍ୱର: ପୁଣି ଫେରିଲା କୋରୋନା । ରାଜ୍ୟରେ ଆଉ ୫ ଆକ୍ରାନ୍ତ ଚିହ୍ନଟ । ଭୁବନେଶ୍ୱରରୁ ୪ ଓ ଖୋର୍ଦ୍ଧାରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ୪ ଜଣ ପୁରୁଷ ଓ ଜଣେ ମହିଳା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଜଣେ ଦିଲ୍ଲୀ ଫେରନ୍ତା କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ଓଡ଼ିଶାରେ ସଂକ୍ରମିତଙ୍କ ସଂଖ୍ୟା ୬ରେ ପହଞ୍ଚିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking