21.1 C
Bhubaneswar
Sunday, February 1, 2026
Homeଓଡିଶାନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ବସ୍ତି

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ବସ୍ତି

ଭୁବନେଶ୍ୱର: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଛନ୍ତି। ଏହି ଅବସରରେ ସେ ହାଇକୋର୍ଟଙ୍କୁ ପୂର୍ବ ନିର୍ଦ୍ଦେଶ ପାଳନ କରିଥିବା ରିପୋର୍ଟ ଦାଖଲ କରିଛନ୍ତି। ସୂଚନା ଯୋଗ୍ୟ, ସଚିବ ପାଢ଼ୀଙ୍କୁ ହାଇକୋର୍ଟ ଗତ ୨୪ ତାରିଖିରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking