20.1 C
Bhubaneswar
Sunday, February 8, 2026
Homeଓଡିଶାବିହାର ବିଜୟ ମୋଦିଙ୍କ ନେତୃତ୍ୱକୁ ବଡ ସ୍ୱୀକୃତି

ବିହାର ବିଜୟ ମୋଦିଙ୍କ ନେତୃତ୍ୱକୁ ବଡ ସ୍ୱୀକୃତି

ଭୁବନେଶ୍ୱର:  ବିହାର ବିଜୟ ମୋଦିଙ୍କ ନେତୃତ୍ୱକୁ  ବଡ ସ୍ୱୀକୃତି କହିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିହାରରେ ଲଗାତାର ୨୦ ବର୍ଷ ଶାସନ ପରେ ବି ପୁଣି ଥରେ ଏନଡିଏ ବିଜୟୀ ହୋଇଛି ।  ଏହି ବିଜୟ ମୋଦିଙ୍କ ନେତୃତ୍ୱକୁ ବଡ ସ୍ୱୀକୃତି ଦେଇଛି । ପୂରା ଦେଶରେ କଲ୍ୟାଣକାରୀ ଶାସନ ଚାଲିଥିବାରୁ ଏନଡିଏ  ଆସ୍ଥାଭାଜନ ହୋଇପାରିଛି । ଦେଶ ବିଭାଜନ ମାନସିକତା ରଖୁଥିବା କଂଗ୍ରେସକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking