ରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ଲୋକଙ୍କ ବିକାଶକୁ ମିଳିବ ଗତି। ରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨। ପ୍ରଗତି ପଥରେ ଆହୁରି ଆଗକୁ ବଢିବ ଦକ୍ଷିଣ ଓଡ଼ିଶା। ୩୦୫ କିଲୋମିଟର ଦୀର୍ଘ ଏହି ରାସ୍ତା ବ୍ରହ୍ମପୁର ସହରକୁ ଯୋଡିବ ଜୟପୁର ସହ । ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ଖର୍ଚ୍ଚ ହେବ ୭ହଜାର କୋଟି ଟଙ୍କା । ଏଥିରେ ଯୋଡି ହେବ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲା। ରାଜ୍ୟର ଅର୍ଥନୈତିକ ଓ ସାମାଜିକ … Continue reading ରାଜ୍ୟର ପ୍ରମୁଖ ସହରକୁ ସଂଯୋଗ କରିବ ବିଜୁ ଏକ୍ସପ୍ରେସ ୱେ-୨