ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିରୋଧିଙ୍କୁ ଟାର୍ଗେଟ କଲେ

୨୦୨୪ ରୁ ୨୦୩୪ ହେବ ଓଡିଶାର ଦଶକ, ଯୁବକ ମାନଙ୍କ ପାଇଁ ସୁବର୍ଣ୍ଣ ଯୁଗ, ଆସିବ ଯୁବ ବଜେଟ – ନବୀନ ପଟ୍ଟନାୟକ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଜିତିବେ ସବୁଠାରୁ ଅଧିକ ଭୋଟ ବ୍ୟବଧାନରେ – କାର୍ତ୍ତିକ ପାଣ୍ଡିଆନ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ ଶଙ୍ଖ ଫୁଙ୍କିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ ଜନସଭାରେ ଉଦ୍‌ବୋଧନ … Continue reading ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିରୋଧିଙ୍କୁ ଟାର୍ଗେଟ କଲେ