ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବନି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ଏ ନେଇ ସୁଚନା ଦେଇଛନ୍ତି ନୂତନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବ ପରି ବିଜୁ ପଟ୍ଟନାୟକଙ୍କ ନାମରେ କ୍ରୀଡ଼ା ପୁରସ୍କାର ଦିଆଯିବ । ସୁଚନାଯୋଗ୍ୟ, ଗତକାଲି ରାଜ୍ୟ ସରକାର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାଁ ବଦଳାଇ ଦେଇଥିଲେ। ଏହାର ନୂଆ ନାଁ ରଖାଯାଇଛି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’। ଏହା ସହିତ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା … Continue reading ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବନି : ମୁଖ୍ୟମନ୍ତ୍ରୀ