33.1 C
Bhubaneswar
Thursday, June 5, 2025
Homeଓଡିଶାଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି : ସ୍ନେହାଙ୍ଗିନୀ

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି : ସ୍ନେହାଙ୍ଗିନୀ

ଭୁବନେଶ୍ୱର : ବିଜେପିର ଅଭିଯୋଗ ପରେ ଚେତିଲା  ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି । ଏ ନେଇ ସୂଚନା ଦେଲେ ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ । ବିଜୁ ଜୟନ୍ତୀରେ ଏହାକୁ ପ୍ରସଙ୍ଗ କରିଥିଲା ବିଜେପି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking