25.1 C
Bhubaneswar
Saturday, February 7, 2026
Homeଓଡିଶାଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ବାଇକ: ୨ ମୃତ

ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ବାଇକ: ୨ ମୃତ

କୋରାପୁଟ: ଭାରସାମ୍ୟ ହରାଇ ୨୦ ଫୁଟ ବ୍ରିଜ ତଳକୁ ଖସି ପଡିଲେ ବାଇକ ଆରୋହୀ। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। କୋରାପୁଟ ଚାଟୁଆ ନିକଟସ୍ତ ଆନ୍ଧରିଘାଟ ବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପାଡୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଘର ପଟାଙ୍ଗି ଅଞ୍ଚଳର ବୋଲି ସୂଚନା ମିଳିଛି। ତିନି ଜଣ ଗୋଟିଏ ବାଇକରେ ଚାଟୁଆ ଗାଁକୁ ଶିବରାତ୍ରି ପାଇଁ ଯାଇଥିଲେ। ଶିବରାତ୍ରି ଦେଖି ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ତିନି ଜଣ ବ୍ରିଜ ତଳକୁ ଖସି ପଡ଼ିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking