ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌, ୩ ମୃତ

ନୟାଗଡ଼: ଗୁରୁବାର ବିଳମ୍ବିତ ରାତିରେ ଶ୍ରୀରାମ ନବମୀ ଯାତ୍ରା ଦେଖି ଫେରୁଥିବାବେଳେ କୋମଣ୍ଡ ପଥରାସ୍ଥିତ ବୃଦ୍ଧାଶ୍ରମ ନିକଟରେ ବରଗଛକୁ ପିଟି ହୋଇ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନା ଅନୁଯାୟୀ ଓଡ଼ଗାଁ ଆଦର୍ଶ ଥାନା ରୋହିବାଙ୍କ ପଞ୍ଚାୟତ ମହେଶ୍ବରପୁର ଗ୍ରାମ ସ୍କୁଲ ସାହିର ମାଧବ ପ୍ରଧାନ(୨୦) ପିତା କେଦାର ପ୍ରଧାନ,ସୂର୍ଯ୍ୟକାନ୍ତ ପ୍ରଧାନ (୧୯) ପିତା ବିକ୍ରମ ପ୍ରଧାନ, ରାଜେଶ ନାୟକ ପିତା ହରି ନାଏକ (୧୯) ଓଡ଼ଗାଁକୁ ଘରୁ ରାତି ୮ ଘଟିକାରେ … Continue reading ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌, ୩ ମୃତ