27.1 C
Bhubaneswar
Monday, September 23, 2024
Homeଓଡିଶାଟ୍ରକ ଧକ୍କାରେ ଚାଲିଗଲା ବାଇକ ଆରୋହୀଙ୍କ ଜୀବନ

ଟ୍ରକ ଧକ୍କାରେ ଚାଲିଗଲା ବାଇକ ଆରୋହୀଙ୍କ ଜୀବନ

ଅନୁଗୁଳ : ଅନୁଗୁଳ ହାଇସ୍କଲୁ ସମ୍ମୁଖରେ ଟ୍ରକ ଧକ୍କାରେ ଚାଲିଗଲା ବାଇକ ଆରୋହୀଙ୍କ ଜୀବନ। ବାଇକ୍ ଆରୋହୀ ରାତିରେ ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିଲେ। ସେତିକିବେଳେ କଟକ ଅଞ୍ଚଳରୁ ସମ୍ବଲପୁରକୁ ଯାଉଥିବା ଏକ କୋଇଲା ବୋଝେଇ ଟ୍ରକ ତାଙ୍କ ମୋଟରସାଇକେଲକୁ ଧକ୍କା ଦେଇଥିଲା। ଯାହା ଫଳରେ ତାଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଏହାପରେ ପୋଲିସ ଖବର ପାଇଁ ଘଟଣା ସ୍ଥଳରେ ପହଁଚି ମୃତଦେହକୁ ଉଦ୍ଧାର କରିଛି। ତେବେ ଏହି ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ଦେଖା ଦେଇଥିଲା। ତେଣୁ ଏହି ମାମଲାକୁ ନେଇ ପୋଲିସ ଉତ୍ତେଜିତ ଗ୍ରାମବାସୀଙ୍କୁ ଶାନ୍ତ କରିବାକୁ ଚେଷ୍ଟା କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking