24.1 C
Bhubaneswar
Wednesday, January 21, 2026
Homeଓଡିଶାସଡକ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସଡକ ଦୁର୍ଘଟଣାରେ ବାଇକ ଚାଳକ ମୃତ

ଜଟଣୀ: ଜଟଣୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଯୁବକଙ୍କ ଘର ବାଙ୍କୀ ବୋଲି ସୂଚନା ମିଳିଛି । ସୂଚନା ଅନୁସାରେ, ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ସବ୍ ରେଜିଷ୍ଟାର ଅଫିସ ସାମ୍ନାରେ ଅଜଣା ଗାଡି ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛିସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଘଟଣାସ୍ଥଳରୁ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିଛି ତଦନ୍ତ ଆରମ୍ଭ କରିଛି ପୋଲିସ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking