22.1 C
Bhubaneswar
Tuesday, December 16, 2025
Homeଓଡିଶାଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ଲକ୍ଷ୍ମୀପୁର: କୋରାପୁଟରେ ଭୟଙ୍କର ସଡକ ଦୁର୍ଘଟଣାବାଇକକୁ ଧକ୍କା ଦେଲା ଟ୍ରକଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀ ମୃତ୍ୟୁବରଣ କରିଥିବା ବେଳେ ଜଣେ ଗୁରୁତର ହୋଇଛି। ଲକ୍ଷ୍ମୀପୁର ବନ୍ଧୁଗାଁ କୁମ୍ଭାରପୁଟ ଘାଟି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ୍‌କୁ ସାମ୍ନା ପଟୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଏଥିରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking