31.1 C
Bhubaneswar
Wednesday, March 25, 2026
Homeଓଡିଶାବାୟୋମେଟ୍ରିକ୍ସ ଉପସ୍ଥାନ ବାଧ୍ୟତାମୂଳକ

ବାୟୋମେଟ୍ରିକ୍ସ ଉପସ୍ଥାନ ବାଧ୍ୟତାମୂଳକ

ଭୁବନେଶ୍ୱର: ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର । ପଞ୍ଚାୟତକର୍ମୀଙ୍କ ଠାରୁ ବିଡିଓଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା । ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗୁ ହେବ । ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking