ନୀଳଗିରିରେ ପକ୍ଷୀ ମଡକ !

ଭୁବନେଶ୍ୱର: ଜାମଡିହା ଗାଁରେ ବିଭିନ୍ନ ସ୍ଥାନରେ ୨୦ରୁ ଅଧିକ ପକ୍ଷୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏକାକାଳୀନ ଏତେ ସଂଖ୍ୟକ ପକ୍ଷୀଙ୍କ ମୃତ୍ୟୁକୁ ନେଇ ଚିନ୍ତାରେ ଗ୍ରାମବାସୀ । କୁହୁଡି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ