ଭୁବନେଶ୍ୱର : ପୂର୍ୱତନ ରାଜ୍ୟପାଳ ବିଶ୍ୱଭୁଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଛି । ବିଶ୍ୱଭୁଷଣଙ୍କ ଅସୁସ୍ଥତା ନେଇ ପୁଅ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।