ଆଉ ୩ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ୱର: ବିଜୁ ଜନତା ପକ୍ଷରୁ ଶନିବାର ବିଧାନସଭା ଆସନରୁ ଆଉ ୩ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଷ୍ଟମ ପର୍ଯ୍ୟାୟରେ ଆଉ ୩ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଟିକେଟ୍ କଟିଛି । ତାଙ୍କ ଜାଗାରେ ଗୌତମବୁଦ୍ଧ ଦାସଙ୍କୁ ମିଳିଛି ଟିକେଟ୍ । ସେହିଭଳି ଖୋର୍ଦ୍ଧା ବିଧାୟକ ଜ୍ୟୋତିନ୍ଦ୍ରନାଥ ମିତ୍ରଙ୍କ ଟିକେଟ କଟିଛି । ତେବେ ଆଜି କେଉଁ ଆସନ ପାଇଁ କାହା … Continue reading ଆଉ ୩ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
Copy and paste this URL into your WordPress site to embed
Copy and paste this code into your site to embed