32.1 C
Bhubaneswar
Sunday, April 28, 2024
Homeଓଡିଶାଟିକଟ ଓ ପଦ ପଦବୀ ଲୋଭରେ ବିଜେପିକୁ ଯାଉଛନ୍ତି ଭର୍ତ୍ତୃହରି : ବିଜେଡି

ଟିକଟ ଓ ପଦ ପଦବୀ ଲୋଭରେ ବିଜେପିକୁ ଯାଉଛନ୍ତି ଭର୍ତ୍ତୃହରି : ବିଜେଡି

ଭୁବନେଶ୍ୱର : ଭର୍ତ୍ତୃହରି ମହତାବଙ୍କୁ ଛ ଛ ଥର ବିଜେଡି ଦଳରୁ ସାଂସଦ ଟିକଟ ଦିଆଯାଇ ଦିଲ୍ଲୀ ପଠାଯାଇଥିଲା । ୨୦୧୪ ଓ ୨୦୧୯ରେ ଶେଷ ମୁହୁର୍ତ୍ତରେ ଟିକଟ ଦିଆଯାଇଥିଲା କାରଣ ତାଙ୍କ ସ୍ଥିତି କଟକରେ ଭଲ ନଥିଲା ।

ସେ ଦିନକୁ ଦିନ ଲୋକଙ୍କ ଠାରୁ ଦୂରେଇ ଯାଇଥିଲେ । ସେ ଜାଣି ସାରିଥିଲେ ଯେ ଏଥର ସେ ଟିକଟ ପାଇବେ ନାହିଁ । ଏହି ସମ୍ପର୍କରେ ସେ ଦଳରୁ ବି ଇସାରା ପାଇଥିଲେ । ସେ ବହୁ ଦିନରୁ ବିଜେପି ସହ ସମ୍ପର୍କରେ ଥିଲେ । ଟିକଟ ପାଇବା ଲୋଭରେ ଓ ପଦ ପଦବୀ ଲୋଭରେ ସେ ବିଜେପିକୁ ଯାଉଛନ୍ତି ବୋଲି ଶଙ୍ଖ ଭବନନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ମାହାଙ୍ଗା ବିଧାୟକ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ପ୍ରତାପ ଜେନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking