19.1 C
Bhubaneswar
Friday, December 5, 2025
Homeଓଡିଶାଢୋଲକିଆଙ୍କ ପରିବାର ସପକ୍ଷରେ ବିଜେଡି

ଢୋଲକିଆଙ୍କ ପରିବାର ସପକ୍ଷରେ ବିଜେଡି

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ନେଇ ବିଜେଡିର କସରତ । ପ୍ରାର୍ଥିତ୍ୱ ନେଇ ସଂକେତ ଦେଲେ ବରିଷ୍ଠ ନେତା ଦେବୀ ମିଶ୍ର । କହିଛନ୍ତି, ରାଜେନ୍ଦ୍ର ଢୋଲକିଆ ରାଜନେତା ଓ ସାମାଜିକ ନେତୃତ୍ୱରେ ପାରଙ୍ଗମ ଥିଲେ ।  ସ୍ଥାନୀୟ ବିଜେଡି ନେତାଙ୍କ ଆବେଗ ରହିଛି ତାଙ୍କ ପରିବାରକୁ ଟିକେଟ ଦେବାକୁ । ସବୁ ଦିଗକୁ ଅନୁଶୀଳନ କରି ନବୀନ ବାବୁ ପ୍ରାର୍ଥୀ ଘୋଷଣା କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking