30.1 C
Bhubaneswar
Wednesday, May 1, 2024
Homeଓଡିଶାବିଜେଡି ଛାଡିଲେ ଚିତ୍ତରଞ୍ଜନ

ବିଜେଡି ଛାଡିଲେ ଚିତ୍ତରଞ୍ଜନ

ଭୁବନେଶ୍ବର : ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନେତାଙ୍କ ଇସ୍ତଫା ତାଲିକା ଧୀରେ ବଢିବାରେ ଲାଗିଛି । ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସରେ ଇସ୍ତଫା ଧାରା ଜାରି ରହିଛି । ଏହି କ୍ରମରେ ଆଜି ଜଣେ ବିଜେଡି ନେତା ଦଳ ଛାଡ଼ିଛନ୍ତି । ସେ ହେଉଛନ୍ତି ଦଳର ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ । ରାଜ୍ୟ ସମ୍ପାଦକ ତଥା ନର୍ଲା ବିଧାନସଭା ନିର୍ବାଚନମଣ୍ଡଳୀର ସଭାପତି ଚିତ୍ତରଞ୍ଜନ ବିଜେଡିକୁ ବାଏ ବାଏ କରିଛନ୍ତି ।

ପଦ୍ମ ଧରିଲେ ଜ୍ୟୋତି ପାଣିଗ୍ରାହୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking