30.1 C
Bhubaneswar
Wednesday, May 1, 2024
Homeଓଡିଶାବିଜେଡି ଛାଡିଲେ ଜ୍ୟୋତି ପାଣିଗ୍ରାହୀ

ବିଜେଡି ଛାଡିଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ବର : ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନେତାଙ୍କ ଇସ୍ତଫା ତାଲିକା ଧୀରେ ଧୀରେ ବଢିବାରେ ଲାଗିଛି । ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସରେ ଇସ୍ତଫା ଧାରା ଜାରି ରହିଛି । ଏହି କ୍ରମରେ ଆଜି ଜଣେ ବିଜେଡି ନେତ୍ରୀ ଦଳ ଛାଡ଼ିଛନ୍ତି । ସେ ହେଉଛନ୍ତି ବରିଷ୍ଠ ନେତ୍ରୀ ଜ୍ୟୋତି ପାଣିଗ୍ରାହୀ । ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଗୁରୁବାର ବିଜେଡିକୁ ବାଏ ବାଏ କରିଦେଇଛନ୍ତି । କେବଳ ସେ ନୁହନ୍ତି, ତାଙ୍କ ସହ ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ବି ବିଜେଡି ଛାଡ଼ିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking