17.1 C
Bhubaneswar
Sunday, December 21, 2025
Homeଓଡିଶା୧୨ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ

୧୨ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର : ଆସନ୍ତା ୧୨ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ତେବେ ଶଙ୍ଖ ଭବନରେ ସଂଧ୍ୟା ୫ଟାରେ ଏହି  ବୈଠକ ବସିଛି  । ସେପଟେ ଆଜି ଆରମ୍ଭ ହୋଇଛି ବିଜେଡି ସମନ୍ୱୟ କମିଟି ବୈଠକ ।   ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଓ ଆସନ୍ତା ବିଜୁ ଜୟନ୍ତୀ ପାଳନ ନେଇ ଆଲୋଚନା । ଏଥିସହ ଆଗକୁ ହେବାକୁ ଥିବା ସାଙ୍ଗଠନିକ ନିର୍ବାଚନ ନେଇ ବି ଖସଡ଼ା ପ୍ରସ୍ତୁତ ହେଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking