29.1 C
Bhubaneswar
Sunday, May 19, 2024
Homeଓଡିଶାସଂସଦୀୟ କ୍ଷେତ୍ର ଓ ବିଧାନସଭା କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ସଂସଦୀୟ କ୍ଷେତ୍ର ଓ ବିଧାନସଭା କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂସଦୀୟ କ୍ଷେତ୍ର ଓ ବିଧାନସଭା କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ଓ ସହ- ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି । ଏନେଇ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତ ।
୧)ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମାନସ ମଙ୍ଗରାଜ
୨) ହିନ୍ଦୋଳ ଓ ଢ଼େଙ୍କାନାଳ ବିଧାନସଭା କ୍ଷେତ୍ର ପାଇଁ ସୁଶାନ୍ତ ରାଉତ
୩) ତେଲକୋଇ ବିଧାନସଭା କ୍ଷେତ୍ର ପାଇଁ ଅଶୋକ ବଳ
୪) ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ଶ୍ରୀମୟୀ ମିଶ୍ର
୫)ଅନୁଗୁଳ ଜିଲ୍ଲା ପାଇଁ କୁନା ବିହାରି ଦାସଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି ।
୬)ପରଜଙ୍ଗ ଏବଂ କାମାକ୍ଷାନଗର ପାଇଁ ଆଶିଷ ଚକ୍ରବର୍ତ୍ତୀଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking