28.1 C
Bhubaneswar
Friday, March 29, 2024
Homeଓଡିଶାଭୁବନେଶ୍ୱର ଜିଲ୍ଲା ବିଜେଡିର ସଭାପତି ହେଲେ ବିଧାୟକ ସୁଶାନ୍ତ ରାଉତ

ଭୁବନେଶ୍ୱର ଜିଲ୍ଲା ବିଜେଡିର ସଭାପତି ହେଲେ ବିଧାୟକ ସୁଶାନ୍ତ ରାଉତ

ଭୁବନେଶ୍ୱର: ବିଧାୟକ ସୁଶାନ୍ତ ରାଉତ ଆଜି ଭୁବନେଶ୍ୱର ଜିଲ୍ଲା ବିଜେଡିର ସଭାପତି ହୋଇଛନ୍ତି । ସେହିପରି ବିରଞ୍ଚି ନାରାୟଣ ସୁପକାର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।
ଅନ୍ୟପଟେ ଆଜି ବିଜେଡ଼ି କର୍ମକର୍ତ୍ତାଙ୍କୁ ନୂଆ ସାଙ୍ଗଠନିକ ଦାୟିତ୍ୱ ଦିଆଯାଇଛି । ୪୫ଜଣ ସମ୍ପାଦକ ଓ ୪୧ଜଣ ଯୁଗ୍ମ ସମ୍ପାଦକଙ୍କୁ ନିଯୁକ୍ତି ଦିଆଯାଇଛି । ସମସ୍ତଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking